Revelation 1:17 — Compare Translations

7 translations compared side by side

Odia - 1840
"ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି । ସେଥିରେ ସେ ମୋʼ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ଦେଖିବା ମାତ୍ରେ ମୁଁ ମୃତବତ୍ ତାଙ୍କ ପାଦ ତଳେ ପଡ଼ିଗଲି। ସେ ତାଙ୍କ ଡ଼ାହାଣ ହାତ ମୋ’ ଉପରେ ରଖି କହିଲେ, “ଭୟ କର ନାହିଁ, ମୁଁ ଆଦି ଓ ଅନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಬಗಟಲ್ಲ್ಯಾ ತನ್ನಾ ಮರಲ್ಲ್ಯಾ ಸರ್ಕೊ ಹೊವ್ನ್ ಮಿಯಾ ತ್ಯೆಚ್ಯಾ ಪಾಂಯಾತ್ನಿ ಪಡ್ಲೊ, ತೆನಿ ಅಪ್ನಾಚೊ ಹಾತ್ ಮಾಜೆ ವರ್ತಿ ಥವ್ಲ್ಯಾನ್ ಅನಿ, ಭಿಂವ್‍ನಕೊ ಮಿಯಾಚ್ ಆರಂಬ್ ಅನಿ ಅಂತ್.