Revelation 1:18 — Compare Translations

7 translations compared side by side

Odia - 1840
"ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।
Odia IRV 2017 (ଓଡିଆ ବାଇବେଲ)
ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಝಿತ್ತೊ ಹಾಂವ್! ಮಿಯಾ ಮರಲ್ಲೊ, ಖರೆ ಅತ್ತಾ ಮಿಯಾ ಸದಾ ಸರ್ವತಾಕ್ ಝಿತ್ತೊ ಹಾಂವ್. ಮರ್ನಾಚೊ ಅನಿ ಪಾತಾಳಾಚೊ ಅಧಿಕಾರ್ ಮಾಜ್ಯಾ ಹಾತಿತ್ ಹಾಯ್