Revelation 1:19 — Compare Translations
7 translations compared side by side
Odia - 1840
"ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହା ପରେ ଘଟିବ, ସେହିସବୁ ଲିପିବଦ୍ଧ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମେ ଯେଉଁ ସବୁ ବିଷୟ ଦେଖୁଛ - ଯେଉଁ ସମସ୍ତ ବିଷୟ ବର୍ତ୍ତମାନ ଘଟୁଛି ଓ ଯାହା ସବୁ ଭବିଷ୍ୟତରେ ଘଟିବ - ତାହା ଲିପିବଦ୍ଧ କର।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಅತ್ತಾ ಬಗಟಲ್ಲೆ ಅನಿ ಅನಿಫಿಡೆ ಬಗ್ತಲೆ ಸಗ್ಳೆ ಲಿವ್ನ್ ಘೆ.