Revelation 1:2 — Compare Translations

7 translations compared side by side

Odia - 1840
"ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୋହନ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ଵନ୍ଧରେ, ଅର୍ଥାତ୍, ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଯୋହନ ନିଜେ ଯାହା ସବୁ ଦେଖିଛନ୍ତି, ତାହା ଏଥିରେ ପ୍ରକାଶ କରିଛନ୍ତି। ଏହି ବିବରଣୀରେ ଈଶ୍ୱରଙ୍କ ବାର୍ତ୍ତା ଓ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ସତ୍ୟ ସନ୍ନିବେଶିତ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜುವಾಂವಾಕ್ ಅಪ್ನಿ ಕಾಯ್-ಕಾಯ್ ಬಗಟ್ಲ್ಯಾನಾಯ್ ತೆ ಸಗ್ಳೆ ಸಾಂಗಟ್ಲ್ಯಾನಾಯ್. ಹಿ ಎಕ್ ದೆವಾಕ್ನಾ ಯೆಲ್ಲಿ ಖಬರ್ ಅನಿ ಜೆಜು ಕ್ರಿಸ್ತಾನ್ ದಾಕ್ವುನ್ ದಿಲ್ಲಿ ಖರಿ ಸಂಗತ್.