Revelation 1:3 — Compare Translations
7 translations compared side by side
Odia - 1840
"ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି, ପୁଣି ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ; କାରଣ ସମୟ ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବ୍ୟକ୍ତି ଏହି ପୁସ୍ତକ ପଢ଼େ ଏବଂ ଯେଉଁମାନେ ଏଥିରେ ପ୍ରକାଶିତ ଭବିଷ୍ୟତ୍ବାଣୀ ଶୁଣି ତାହାର ନିର୍ଦ୍ଦେଶମାନ ପାଳନ କରନ୍ତି, ସେମାନେ ବାସ୍ତବିକ୍ ଭାଗ୍ୟବାନ, କାରଣ ସେହିସବୁ ଘଟିବାର ସମୟ ଆସନ୍ନ!
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ କାରଣ ସମୟ ସନ୍ନିକଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಪುಸ್ತಕ್ ವಾಚ್ವುತಲ್ಯಾಚೆ ಕೌಡೆ ಬರೆ, ಅನಿ ಹ್ಯಾ ಪ್ರವಾದ್ ಕರುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಆಯ್ಕುನ್ ಹ್ಯಾ ಪುಸ್ತಕಾತ್ ಲಿವಲ್ಲ್ಯಾ ಗೊಸ್ಟಿಯಾಂಚ್ಯಾ ಸರ್ಕೆ ಚಲ್ತಲ್ಯಾಚೆ ಕೌಡೆ ಬರೆ! ಹಿ ಸಗ್ಳಿ ವಿಶಯಾ ಘಡ್ತಲೊ ಎಳ್ ಜಗ್ಗೊಳ್ ಯೆವ್ನ್ ಪಾವಲ್ಲೊ ಹಾಯ್.