Revelation 1:5 — Compare Translations
7 translations compared side by side
Odia - 1840
"ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಕ್ರಿಸ್ತಾಕ್ನಾಬಿ, ತೊ ಖರಿ ಸಾಕ್ಷಿ, ಮರಲ್ಲ್ಯಾನಿತ್ನಾ ಝಿತ್ತೊ ಹೊವ್ನ್ ಉಟಲ್ಲ್ಯಾನಿತ್ನಿ ಸಗ್ಳ್ಯಾನ್ ಪಯ್ಲೆಚೊ ತೊಚ್, ಅನಿ ತೊಚ್ ಹ್ಯಾ ಜಗಾತ್ಲ್ಯಾ ಸಗ್ಳ್ಯಾ ರಾಜಾಂಚ್ಯಾ ವರ್ತಿ ಅದಿಕಾರ್ಬಿ ಚಾಲ್ವುತಾ, ತೊ ಅಮ್ಚೊ ಪ್ರೆಮ್ ಕರ್ತಾ, ಅನಿ ಅಪ್ನಿಚ್ ಮರುನ್ ಅಪ್ನಾಚಿ ಬಲಿ ದಿಲ್ಲ್ಯಾ ವೈನಾ ತೆನಿ ಅಮ್ಕಾ ಅಮ್ಚ್ಯಾ ಪಾಪಾನಿತ್ನಾ ಸೊಡ್ವುಲ್ಯಾನಾಯ್.