Revelation 1:6 — Compare Translations

7 translations compared side by side

Odia - 1840
"ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ କରି ଆପଣା ଈଶ୍ଵର ଓ ପିତାଙ୍କ ନିକଟରେ ଯାଜକ ସ୍ଵରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ତାଙ୍କ ପିତା ଈଶ୍ୱରଙ୍କର ସେବା କରିବା ନିମନ୍ତେ ଆମକୁ ଏକ ଯାଜକକୁଳ କରିଛନ୍ତି। ସମସ୍ତ ଗୌରବ ଓ ପରାକ୍ରମ ସଦାସର୍ବଦା ଯୀଶୁ ଖ୍ରୀଷ୍ଟଙ୍କର ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಅಮ್ಕಾ ಅಪ್ನಾಚ್ಯಾ ದೆವಾ ಅನಿ ಬಾಬಾಚಿ ಸೆವಾ ಕರ್‍ತಲ್ಯಾ ಯಾಜಕಾಂಚೊ ರಾಜ್ ಕರ್‍ಲ್ಯಾನಾಯ್, ಮಹಿಮಾ ಅನಿ ಸಗ್ಳ್ಯಾನ್ ಮೊಟೊ ಅದಿಕಾರ್ ಸದಾ ಸರ್ವತಾಕ್ ಜೆಜು ಕ್ರಿಸ್ತಾಚೊಚ್ ತಸೆಚ್ ಹೊಂವ್ದಿತ್.

Recommended Reading