Revelation 1:8 — Compare Translations

7 translations compared side by side

Odia - 1840
"ପ୍ରଭୁ ପରମେଶ୍ବର କହନ୍ତି, ମୁଁ ଆରମ୍ଭ ଓ ଶଷେ (ଆଲ୍ଫା ଓ ଓମଗୋ) ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ଵର କହନ୍ତି, ଆମ୍ଭେ କ ଓ କ୍ଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର କହନ୍ତି, “ମୁଁ କ ଓ କ୍ଷ”, ସେ ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି, ପୁଣି ଭବିଷ୍ୟତ୍ରେ ଆସିବେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”
Odia IRV 2017 (ଓଡିଆ ବାଇବେଲ)
ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಹಾಯ್, ಜೊ ಹೊತ್ತೊ ಅನಿ ಅನಿಫಿಡೆ ಯೆತಲೊ ಹಾಯ್ ತೊ ಸರ್ವ ಶಕ್ತಿಮಾನ್ ದೆವ್ ಮನ್ತಾ, “ಜೊ ಹಾಯ್, ಜೊ ಹೊತ್ತೊ, ಅನಿ ಫಿಡೆ ಯೆತಲೊ ಸಗ್ಳ್ಯಾನ್ ಮೊಟೊ ದೆವ್” ಆರಂಬ್ ಅನಿ ಅಂತ್ ಮಿಯಾಚ್.