Revelation 10:11 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ ମାେତେ କହିଲେ, ଅନକେ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟ ରେ ତୁମ୍ଭକୁ ଆହୁରି ଭବିଷ୍ଯଦ୍ ବାଣୀ କହିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ କେହି ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷାଭାଷୀ ଓ ରାଜାମାନଙ୍କ ସମ୍ପର୍କରେ ଈଶ୍ୱରଙ୍କ ବାର୍ତ୍ତା ତୁମେ ଯାଇ ପୁନର୍ବାର ଘୋଷଣା କର।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟରେ ତୁମ୍ଭକୁ ଆହୁରି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୋତେ କୁହାଗଲା, ଅନେକ ଗୋଷ୍ଠୀ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಕಾ, ಅನಿ ಎಗ್ದಾ ತಿಯಾ ಸುಮಾರ್ ದೆಶಾಕ್ನಿ, ಕುಳಿಯಾಕ್ನಿ, ಬಾಶ್ಯಾಂಚ್ಯಾ ಲೊಕಾಕ್ನಿ, ಅನಿ ರಾಜಾಕ್ನಿ ದೆವಾಚಿ ಬಾತ್ಮಿ ಸಾಂಗುಕ್ ಜಾಯ್, ಮನುನ್ ಸಾಂಗುನ್ ಹೊಲೆ.