Revelation 10:2 — Compare Translations

7 translations compared side by side

Odia - 1840
"ସହେି ଦୂତଙ୍କ ହାତ ରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ । ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ହସ୍ତରେ ଏକ କ୍ଷୁଦ୍ର ଖୋଲା ପାଣ୍ଡୁଲିପି ଥିଲା। ସେ ତାଙ୍କର ଡ଼ାହାଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ଭୂମି ଉପରେ ରଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୂତଙ୍କ ହାତରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି ସିଂହଗର୍ଜନତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಹಾತಿತ್ ಎಕ್ ಬಾರಿಕ್ಲಿ ಉಗಡಲ್ಲಿ ಸುಳ್ಳಿ ಹೊತ್ತಿ. ತೆನಿ ಅಪ್ನಾಚೊ ಉಜ್ವೊ ಪಾಯ್ ಸಮುಂದರಾತ್ ಥವಲ್ಲ್ಯಾನ್ ಅನಿ ರೊಡ್ಡೊ ಪಾಯ್ ಜಿಮ್ನಿ ವರ್ತಿ ಥವಲ್ಲ್ಯಾನ್,