Revelation 10:3 — Compare Translations
7 translations compared side by side
Odia - 1840
"ସେ ସିଂହ ଗର୍ଜନ ପରି ଜାରେ ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତବଜ୍ର ତାହାର ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିଂହ ଗର୍ଜନ ପରି ହୁଙ୍କାର କରି ସେ ଆହ୍ୱାନ କଲେ, ଠିକ୍ ସେହିପରି ହୁଙ୍କାର କରି ସାତଟି ମେଘ ଏହି ଆହ୍ୱାନର ଉତ୍ତର ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସିଂହ ଗର୍ଜନ ପରି ଜୋର୍ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତ ବଜ୍ର ତାହାର ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮೊಟ್ಯಾನ್ ಬಲ್ವುಲ್ಯಾನ್ ತೊ ಅವಾಜ್ ಸಿವಾಂಚ್ಯಾ ಘಜ್ನಿಚ್ಯಾ ಅವಾಜಾ ಸರ್ಕೊ ಹೊತ್ತೊ. ತೆನಿ ಬಲ್ವುನ್ ಹೊಲ್ಲ್ಯಾ ತನ್ನಾ, ಸಾತ್ ಗುಡ್ಗುಡ್ಯಾನಿ ಗುಡ್ಗುಡುನ್ ಜಬಾಬ್ ದಿಲ್ಯಾನಿ.