Revelation 10:4 — Compare Translations

7 translations compared side by side

Odia - 1840
"ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋʼ ପ୍ରତି ଆକାଶରୁ ଉକ୍ତ ଏହି ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯାହା କଥାବାର୍ତ୍ତା ହେଲେ, ତାହା ମୁଁ ଲେଖିବାକୁ ଯାଉଥିଲି, କିନ୍ତୁ ସ୍ୱର୍ଗରୁ ଗୋଟିଏ କଣ୍ଠସ୍ୱର ଶୁଣିଲି। ସେହି ସ୍ୱର ମୋତେ କହିଲେ: “ମେଘ ଗର୍ଜନରେ ଯାହା ଶୁଣୁଛ, ତାହା ଗୋପନ ରଖ; ଲେଖ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହେଲି। ସେତେବେଳେ ମୋତେ ଆକାଶବାଣୀ ଶୁଭିଲା, “ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସେଗୁଡ଼ିକ ଗୁପ୍ତ ରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬೊಲಲ್ಲ್ಯಾ ತನ್ನಾ ತಾಬೊಡ್ತೊಬ್ ಮಿಯಾ ಲಿವ್ನಾರ್ ಹೊತ್ತೊ. ಖರೆ ಸರ್‍ಗಾ ವೈನಾ ಬೊಲ್ತಲೊ ಎಕ್ ಧನ್ ಮಾಕಾ ಆಯ್ಕೊ ಯೆಲೊ,“ಸಾತ್ ಗುಡ್ಗುಡ್ಯಾನಿ ಸಾಂಗಲ್ಲೆ ಘುಟಾನ್ ಥವ್; ತೆ ಲಿವ್ನ್ ಘೆವ್‍ನಕೊ!”