Revelation 10:5 — Compare Translations
7 translations compared side by side
Odia - 1840
"ତା'ପରେ ସହେି ସ୍ବର୍ଗଦୂତ ଯକେି ସମୁଦ୍ର ଓ ପୃଥିବୀ ଉପରେ ପାଦଦଇେ ଠିଆ ହାଇେଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ବର୍ଗକୁ ଉଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯେଉଁ ଦୂତଙ୍କୁ ସମୁଦ୍ର ଓ ଭୂମି ଉପରେ ଠିଆ ହୋଇଥିବା ମୁଁ ଦେଖିଥିଲି, ସେ ତାଙ୍କର ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼କୁ ଉଠାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ସ୍ୱର୍ଗଦୂତ ଯେକି ସମୁଦ୍ର ଓ ପୃଥିବୀ ଉପରେ ପାଦଦେଇ ଠିଆ ହୋଇଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ୱର୍ଗକୁ ଉଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಮಿಯಾ ಸಮುಂದರಾತ್ ಅನಿ ಜಿಮ್ನಿ ವರ್ತಿ ಇಬೆ ಹೊತ್ತೊ ಬಗಟಲ್ಲ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಉಜ್ವೊ ಹಾತ್ ಸರ್ಗಾಕ್ಡೆ ವೈರ್ ಉಕಲ್ಲ್ಯಾನ್,