Revelation 10:6 — Compare Translations

7 translations compared side by side

Odia - 1840
"ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, ଆଉ ଅଧିକ ବିଳମ୍ବ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସସାଗରା ଧରା, ସ୍ୱର୍ଗ ଓ ଏମାନଙ୍କ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଚିରଜୀବୀ ଈଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଆଉ କାଳ ବିଳମ୍ବ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ନିତ୍ୟଜୀବିତ, ଯେ ଆକାଶ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମରେ ସେହି ସ୍ୱର୍ଗଦୂତ ଶପଥକରି କହିଲେ, “ଆଉ ଅଧିକ ବିଳମ୍ବ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸರ್ಗ್, ಜಿಮಿನ್, ಅನಿ ಸಮುಂದರ್ ಅನಿ ತೆಂಚ್ಯಾ ವೈನಿ ಹೊತ್ತೆ ಸಗ್ಳೆ ರಚಲ್ಲ್ಯಾ ಸದಾ ಸರ್ವತಾಕ್ ಝಿತ್ತೊ ರ್‍ಹಾತಲ್ಯಾ ದೆವಾಚ್ಯಾ ನಾವಾನ್ ಆನ್ ಘಾಟ್ಲ್ಯಾನ್. ತ್ಯಾ ದೆವಾಚ್ಯಾ ದುತಾನ್, ಅನಿ ಜಾಸ್ತಿ ಎಳ್ ಹೊಯ್ನಾ!