Revelation 10:7 — Compare Translations
7 translations compared side by side
Odia - 1840
"କିନ୍ତୁ ସପ୍ତମ ଦୂତ ସହେି ଦିନମାନଙ୍କ ରେ ତୂରୀ ବଜାନ୍ତେ ପରମେଶ୍ବର ଆପଣା ସବେକ ଭବିଷ୍ଯତ୍ ବକ୍ତାମାନଙ୍କୁ କହିଥିବା ବାକ୍ଯ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସପ୍ତମ ଦୂତ ତୂରୀ ବଜାଇବେ, ଈଶ୍ୱର ତାଙ୍କର ସେବକ ଭାବବାଦୀଙ୍କ ନିକଟରେ ଯେଉଁ ଗୁପ୍ତ ସଙ୍କଳ୍ପ ପ୍ରକାଶ କରିଥିଲେ, ତାହା ସମ୍ପାଦନ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟଦ୍ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଈଶ୍ୱରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸತ್ತ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಪಂವೊ ವಾಜ್ವುತಾನಾ, ದೆವ್ ಅಪ್ನಾಚ್ಯಾ ಸೆವಕಾಕ್ನಿ ಪ್ರವಾದ್ಯಾಕ್ನಿ ದಾಕ್ವುನ್ ದಿಲ್ಲ್ಯಾ ಸರ್ಕೆ ಅಪ್ನಾಚ್ಯಾ ಘುಟಾಚ್ಯಾ ಯವ್ಜನ್ಯಾ ಪುರಾ ಕರ್ತಾ.