Revelation 10:8 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ସହେି ସ୍ବର ସ୍ବର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ବର ମାେତେ କହିଲା, ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହାଇେଥିବା ଦୂତଙ୍କ ହାତରୁ ଖାେଲା ଚର୍ମପତ୍ରଟି ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋʼ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲା, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ତାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ସ୍ୱର୍ଗର ସେହି କଣ୍ଠସ୍ୱର ମୋତେ ପୁଣି କହିଲେ, “ଯାଅ, ସମୁଦ୍ର ଓ ଭୂମି ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ପାଣ୍ଡୁଲିପିଟି ନିଅ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସେହି ସ୍ୱର ସ୍ୱର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ୱର ମୋତେ କହିଲା, “ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ଚର୍ମପତ୍ରଟି ନିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಕಾ ಆಯ್ಕೊ ಯೆಲ್ಲೊ ತೊ ಸರ್ಗಾ ವೈಲೊ ಧನ್ ಅನಿ ಮಾಕಾ ಆಯ್ಕೊ ಯೆಲೊ, ತ್ಯಾ ಧನಾನ್,“ ಜಾ ಅನಿ ಸಮುಂದರ್ ಅನಿ ಜಿಮ್ನಿ ವರ್ತಿ ಇಬೆ ಹೊತ್ತ್ಯಾ ತ್ಯಾ ದೆವ್ದುತಾಚ್ಯಾ ಹಾತಾತ್ಲಿ ಉಗಡಲ್ಲಿ ಸುಳ್ಳಿ ಘೆ”. ಮಟ್ಲ್ಯಾನ್.