Revelation 10:9 — Compare Translations

7 translations compared side by side

Odia - 1840
"ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି । ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଦୂତଙ୍କ ନିକଟକୁ ଯାଇ ସେହି ପାଣ୍ଡୁଲିପିଟିକୁ ମାଗିଲି। ସେ ମୋତେ କହିଲେ, “ନେଇ ଭୋଜନ କର। ତୁମ ଉଦର ପାଇଁ ଏହା ତିକ୍ତ, କିନ୍ତୁ ତୁମ ମୁଖରେ ଏହା ମଧୁ ପରି ମିଷ୍ଟ ଲାଗିବ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମୋତେ କହିଲେ, “ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପେଟକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ದೆವ್‍ದುತಾಕ್ಡೆ ಜಾವ್ನ್ ತಿ ಸುಳ್ಳಿ ಮಾಕಾ ದಿ ಮನುನ್ ಇಚಾರ್ಲೊ. ತ್ಯಾ ದೆವಾಚ್ಯಾ ದುತಾನ್ ಮಾಕಾ, “ಹೆ ಘೆ ಅನಿ ಖಾ; ಹೆ ತುಜ್ಯಾ ಪೊಟಾತ್ ಜಾವ್ನ್ ಅಂಬೊಟ್ ಹೊತಾ, ಖರೆ ತುಜ್ಯಾ ತೊಂಡಾತ್ ತೆ ಮ್ಹವಾ ಸರ್ಕೆ ಗೊಡ್ ರ್‍ಹಾತಾ”. ಮಟ್ಲ್ಯಾನ್.