Revelation 11:12 — Compare Translations

7 translations compared side by side

Odia - 1840
"ତା'ପରେ ସହେି ଦୁଇଜଣ ସାକ୍ଷୀ ସ୍ବର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ବର ଶୁଣିପାରିଲେ, ଏଠାକୁ ଉଠି ଆସ। ଏହା ଶୁଣି ଦୁଇ ଜଣ ଭବିଷ୍ଯଦ୍ ବକ୍ତା ମେଘ ଦ୍ବାରା ସ୍ବର୍ଗକୁ ଗଲେ। ଏହା ସମାନଙ୍କେର ଶତ୍ରୁମାନେ ଦେଖୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ଆକାଶରୁ ଉଚ୍ଚ ସ୍ଵରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ । ସେଥିରେ ସେମାନେ ମେଘାରୂଢ଼ ହୋଇ ସ୍ଵର୍ଗାରୋହଣ କଲେ⇧, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, ସେହି ଦୁଇଜଣ ଭାବବାଦୀ ସେମାନଙ୍କୁ ସ୍ୱର୍ଗରୁ ଉଚ୍ଚ ସ୍ୱରରେ ଏହି କଥା କହୁଥିବା ଏକ ବାଣୀ ଶୁଣିଲେ: “ଏଠାକୁ ଆସ!” ସେମାନଙ୍କର ଶତ୍ରୁମାନେ ଦେଖୁ ଦେଖୁ ସେମାନେ ମେଘାରୂଢ଼ ହୋଇ ସ୍ୱର୍ଗକୁ ଆରୋହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ । ସେଥିରେ ସେମାନେ ମେଘାଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ದೊನ್ ಪ್ರವಾದ್ಯಾಕ್ನಿ ಸರ್ಗಾವೈನಾ,“ವರ್ತಿ ಯೆವಾ!” ಮನುನ್ ಸಾಂಗ್ತಲೊ ಎಕ್ ಮೊಟೊ ಧನ್ ಆಯ್ಕೊ ಯೆಲೊ. ತೆಂಚಿ ದುಸ್ಮನಾ ತೆಂಕಾ ಬಗುನ್ಗೆತುಚ್ ಹೊತ್ತಿ ತನ್ನಾ ತೆನಿ ಎಕ್ ಮೊಡಾತ್ನಾ ಸರ್‍ಗಾ ವರ್ತಿ ಗೆಲ್ಯಾನಿ.