Revelation 11:14 — Compare Translations
7 translations compared side by side
Odia - 1840
"ଦ୍ବିତୀୟ କ୍ଲେଶ ଦୂର ହେଲା। ତୃତୀୟ କ୍ଲେଶଟି ଖୁବ୍ ଶୀଘ୍ର ଆସୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦ୍ୱିତୀୟ ବିପତ୍ତି ଶେଷ ହେଲା; କିନ୍ତୁ ତୃତୀୟ ବିପତ୍ତି ଶୀଘ୍ର ଆସୁଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೊನ್ವೆಚೊ ತರಾಸ್ ಸರ್ಲೊ, ಖರೆ ತಿನ್ವೆಚೊ ತರಾಸ್ ಲಗ್ಗುನಾಚ್ ಯೆತಾ!