Revelation 11:15 — Compare Translations

7 translations compared side by side

Odia - 1840
"ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ସପ୍ତମ ଦୂତ ତାଙ୍କର ତୂରୀ ବଜାଇଲେ ଏବଂ ସ୍ୱର୍ଗରେ ଉଚ୍ଚ ଧ୍ୱନି ସହ ଏହି ବାଣୀ ଶୁଣାଗଲା! “ଆମ ପ୍ରଭୁ ଓ ତାଙ୍କ ମସୀହ ପୃଥିବୀ ଉପରେ ରାଜତ୍ୱ କରିବା ଅଧିକାର ବର୍ତ୍ତମାନ ନିଜ ହାତକୁ ନେଇଛନ୍ତି। ସେ ଏଣିକି ଚିରକାଳ ରାଜତ୍ୱ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ତୂରୀ ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸತ್ವ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಪಂವೊ ವಾಜ್ವುಲ್ಯಾನ್, ಅನಿ “ಸರ್ಗಾತ್, ಜಗಾಚೊ ಅಧಿಕಾರ್ ಅಮ್ಚ್ಯಾ ಧನಿಯಾಕ್, ಅನಿ ತೆಚ್ಯಾ ಕ್ರಿಸ್ತಾಕ್ ದಿಲ್ಲೊ ಹಾಯ್, ತೊ ಸದಾ ಸರ್ವತಾಕ್ ಅದಿಕಾರ್ ಚಾಲ್ವುತಾ!” ಮನ್ತಲಿ ಮೊಟಿ-ಮೊಟಿ ಧನಾ ಆಯ್ಕೊ ಯೆಲಿ.