Revelation 11:16 — Compare Translations
7 translations compared side by side
Odia - 1840
"ତା'ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ବରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ବରଙ୍କ ସମ୍ମୁଖ ରେ ସମାନଙ୍କେ ସିଂହାସନ ରେ ବସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଈଶ୍ଵରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଈଶ୍ୱରଙ୍କ ସମ୍ମୁଖରେ ନିଜ ନିଜ ସିଂହାସନରେ ବସିଥିବା ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଭୂମିଷ୍ଠ ହୋଇ ଈଶ୍ୱରଙ୍କ ଆରାଧନା କରି କହିଲେ -
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଈଶ୍ୱରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆಂಚ್ಯಾ ಸಿವಾಸನಾಚ್ಯಾ ವರ್ತಿ ಬಸಲ್ಲಿ ಇಸಾರ್-ಚಾರ್ ಜಾನ್ತಿ ಲೊಕಾ ದೆವಾಚ್ಯಾ ಇದ್ರಾಕ್ ಡಬ್ಬ್ ಪಡುನ್ ದೆವಾಕ್ ಆರಾದನ್ ಕರ್ಲ್ಯಾನಿ, ಅನಿ,