Revelation 11:3 — Compare Translations
7 translations compared side by side
Odia - 1840
"ମୁଁ ମାରଦେୁଇ ସାକ୍ଷୀଙ୍କୁ କ୍ଷମତା ଦବେି। ସମାନେେ 1260 ଦିନ ପର୍ୟ୍ଯନ୍ତ ଅଖା ପିନ୍ଧି ଭବିଷ୍ଯଦ୍ ବାଣୀ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ବାଣୀ କହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಗೊನಿ ಚಿಲಾಚೆ ಕಪ್ಡೆ ನೆಸಲ್ಲ್ಯಾ ದೊಗ್ಯಾ ಮಾಜ್ಯಾ ಸಾಕ್ಷಿಯಾಕ್ನಿ ಧಾಡುನ್ ದಿತಾ, ಅನಿ ತೆನಿ ತ್ಯಾ ಎಕ್ ಹಜಾರ್ ದೊನ್ಸೆ ಸಾಟ್ ದಿಸಾತ್ನಿ ದೆವಾಚಿ ಬಾತ್ಮಿ ಸಾಂಗ್ತ್ಯಾತ್”. ಮನುನ್ ಸಾಂಗುನ್ ಹೊಲೆ.