Revelation 11:4 — Compare Translations

7 translations compared side by side

Odia - 1840
"ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀ ରେ ପ୍ରଭୁଙ୍କ ସମ୍ମୁଖ ରେ ଠିଆ ହାଇେଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଥିବା ଦୁଇ ଜୀତ ବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୁଇ ସାକ୍ଷୀ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇଟି ଜୀତ ବୃକ୍ଷ ଓ ଦୁଇଟି ପ୍ରଦୀପ ସଦୃଶ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ದೊಗೆ ಸಾಕ್ಷಿ ದೊನ್ ಒಲಿವ್ ಝಾಡಾ ಅನಿ ಜಿಮ್ನಿಚ್ಯಾ ಧನಿಯಾಚ್ಯಾ ಇದ್ರಾಕ್ ಇಬೆ ಅಸಲ್ಲೆ ದೊನ್ ದಿವ್ಯಾಚೆ ಖಾಂಬೆ.