Revelation 11:8 — Compare Translations
7 translations compared side by side
Odia - 1840
"ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତା ରେ ପଡ଼ିରହିବ। ଏହି ନଗରର ନାମ 'ସଦୋମ' ଓ 'ମିସର'। ନଗରର ନାମଗୁଡ଼ିକର ବିଶଷେ ଅର୍ଥ ରହିଛି। ଏହି ନଗର ରେ ସମାନଙ୍କେର ପ୍ରଭୁଙ୍କୁ ମଧ୍ଯ କ୍ରୁଶ ରେ ଚଢ଼ାଇ ମାରି ଦିଆଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କୁ ପରାଜିତ କରି ହତ୍ୟା କରିବ ଏବଂ ଯେଉଁ ମହାନଗରୀରେ, ରାଜପଥରେ ପ୍ରଭୁ କ୍ରୁଶବିଦ୍ଧ ହୋଇଥିଲେ, ସେହିଠାରେ ସେମାନଙ୍କର ଶବ ପଡ଼ି ରହିବ। ସେହି ସହରକୁ ସଦୋମ ଓ ମିସର ବୋଲି କୁହାଯାଇ ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಚಿ ಮಡಿ ಮೊಟ್ಯಾ ಶಾರಾಚ್ಯಾ ವನಿಯಾತ್ನಿ ಪಡಲ್ಲಿ ರಾತ್ಯಾತ್ ಥೈ ಧನಿಯಾಕ್ ಖುರ್ಸಾರ್ ಮಾರಲ್ಲೆ ಹೊತ್ತೆ. ತ್ಯಾ ಶಾರಾಚಿ ವಳಕ್ ದಿತಲ್ಲೆ ನಾಂವ್ ಸೊದೊಮ್ ನಾತರ್ ಇಜಿಪ್ತ್.