Revelation 11:9 — Compare Translations
7 translations compared side by side
Odia - 1840
"ସାଢ଼େ ତିନିଦିନ ପର୍ୟ୍ଯନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସମାନଙ୍କେର ଶବ ଦେଖିବେ। କିନ୍ତୁ ସମାନେେ ସମାନଙ୍କେର ସମାଧିସ୍ଥ ହବୋକୁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ଦେଶ, ଗୋଷ୍ଠୀ, ଭାଷାଭାଷୀ ଓ ଜାତିର ଲୋକମାନେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେହି ଶବଗୁଡ଼ିକୁ ଦେଖିବେ ଏବଂ ସେଗୁଡ଼ିକୁ ସମାଧି ଦେବା ପାଇଁ ଛାଡ଼ିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ದೆಶಾಂಚಿ, ಕುಳಿಯಾಂಚಿ, ಘರಾನಾಂಚೆ, ಅನಿ ಬಾಶಾಂಚಿ ಲೊಕಾ ಸಾಡೆ ತಿನ್ ದಿಸ್ ತೆಂಚ್ಯಾ ಮಡ್ಯಾಕ್ನಿ ಬಗ್ತ್ಯಾತ್, ಅನಿ ತ್ಯಾ ಮಡ್ಯಾಕ್ನಿ ಮಾಟಿ ದಿವ್ಕ್ ದಿನ್ಯಾತ್.