Revelation 12:1 — Compare Translations
7 translations compared side by side
Odia - 1840
"ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ଆକାଶରେ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲା। ଜଣେ ନାରୀ ଚନ୍ଦ୍ର ଉପରେ ଠିଆ ହୋଇଥିଲେ ଓ ସୂର୍ଯ୍ୟ ରଶ୍ମି ପରିଧାନ କରିଥିଲେ। ତାହାଙ୍କ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଏକ ମୁକୁଟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ନାରୀ ଓ ମହାସର୍ପ ତା’ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।
Odia IRV 2017 (ଓଡିଆ ବାଇବେଲ)
ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಳ್ಬಾ ವರ್ತಿ ಎಕ್ ಮೊಟಿ ವಳಕ್ ದಿಸ್ಲಿ, ಎಕ್ ಬಾಯ್ಕೊಮನುಸ್ ಹೊತ್ತಿ ತೆನಿ ದಿಸ್ ನೆಸಲ್ಲಿನ್, ಅನಿ ಬಾರಾ ಚಿಕ್ಕಿಯಾಂಚೊ ಮುಕುಟ್ ತಿಚ್ಯಾ ಟಕ್ಲ್ಯಾ ವರ್ತಿ ಹೊತ್ತೊ.