Revelation 12:11 — Compare Translations

7 translations compared side by side

Odia - 1840
"ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವ್ ಅನಿ ಭೆನಿಯಾನಿ ಅಪ್ನಾಚಿ ಪರ್ವಾ ಕರಿನಸ್ತಾನಾ, ಬೊಕ್ಡಾಚ್ಯಾ ರಗ್ತಾಚ್ಯಾ ಅನಿ ತೆನಿ ಪರ್ಗಟ್ ಕರಲ್ಲ್ಯಾ ಖರ್‍ಯಾಚ್ಯಾ ಬಳಾನ್ ತೆಕಾ ಹಾರ್ವುನ್ ಜಿಕ್ಲ್ಯಾನಾತ್, ಅನಿ ತೆನಿ ತೆಂಚೊ ಜಿವ್ ಸೈತ್ ದಿವ್ಕ್ ತಯಾರ್ ಹೊತ್ತೆ.