Revelation 12:12 — Compare Translations
7 translations compared side by side
Odia - 1840
"ତେଣୁ ହେ ସ୍ବର୍ଗ ଓ ସ୍ବର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ଯନ୍ତ ଖରାପ ସମୟ, ଯେ ହତେୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କୋର୍ଧ ରେ ପୂର୍ଣ୍ଣ ହାଇେ ତୁମ୍ଭମାନଙ୍କ ମଧ୍ଯକୁ ଓହ୍ଲାଇ ଯାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ସ୍ଵର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସ୍ୱର୍ଗ ଓ ସ୍ୱର୍ଗବାସୀ ସମସ୍ତେ ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ପୃଥିବୀର ଜଳସ୍ଥଳ ସମୁଦାୟ! ତୁମ୍ଭମାନଙ୍କର ଦଶା କି ଭୟଙ୍କର! ଏବେ ଶୟତାନ ତୁମ ନିକଟରେ ଓ ସେ ଅତିଶୟ କୋପାନ୍ୱିତ, କାରଣ ସେ ଜାଣେ, ତା’ର କାଳ ପୂରି ଆସୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತುಮಿ ಸರ್ಗಾತ್ ಜಿವನ್ ಕರ್ತಲ್ಯಾ ಸಗ್ಳ್ಯಾನೊ ತುಮಿ ಖುಶಿ ಹೊವಾ! ಖರೆ ಜಿಮ್ನಿ ಅನಿ ಸಮುಂದರಾ ತುಮ್ಚಿ ಗತ್ ಕಾಯ್ ಸಾಂಗು! ಕಶ್ಯಾಕ್ ಮಟ್ಲ್ಯಾರ್ ಗಿರೊ ತುಮ್ಚ್ಯಾಕ್ಡೆ ಉತ್ರುನ್ ಯೆಲ್ಲೊ ಹಾಯ್, ಅನಿ ತೊ ರಾಗಾನ್ ತಾಪ್ಲಾ ಮಟ್ಲ್ಯಾರ್ ಅಪ್ನಾಚೊ ಅನಿ ಎಕ್ ಉಲ್ಲೊಸೊ ಎಳ್ ಹುರ್ಲಾ ಮನುನ್ ತೆಕಾ ಗೊತ್ತ್ ಹೊಲಾ”.