Revelation 12:15 — Compare Translations

7 translations compared side by side

Odia - 1840
"ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସହେି ନାରୀର ପଛପଟରୁ ଜଳ ଛାଡ଼ିଲା ୟଦ୍ଦ୍ବାରା ସେ ଜଳ ସୋର୍ତ ଦ୍ବାରା ତାହାକୁ ଭସାଇ ନଇେପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ନାରୀଟିକୁ ପାଣିରେ ଭସାଇ ନେଇ ଯିବା ପାଇଁ ଦ୍ୟାବଳ ନିଜ ମୁଖରୁ ତା’ ପଛେ ପଛେ ଏକ ମନ୍ୟା ସ୍ରୋତ ଛୁଟାଇ ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತನ್ನಾ ತೊ ಭಯಾನಕ್ ಸಾಪ್ ತಿಕಾ ದುರ್ ಹೊವ್ನ್ ಘೆವ್ನ್ ಜಾವ್‍ಸಾಟ್ನಿ ಮನುನ್‍ ಅಪ್ನಾಚ್ಯಾ ತೊಂಡಾತ್ನಾ ತಿಚ್ಯಾ ಫಾಟಿ ಮೊಟೊ ಪಾನಿಯಾಚೊ ಹೊವಾರೊ ವೊತ್ತಾ.