Revelation 12:2 — Compare Translations
7 translations compared side by side
Odia - 1840
"ସହେି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବଦନୋ ରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହାଇଯୋଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆସନ୍ନପ୍ରସବା ଥିଲେ ଓ ପ୍ରସବ ଯନ୍ତ୍ରଣାରେ ଆର୍ତ୍ତନାଦ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಲಗ್ಗುನಾಚ್ ಬಾನತ್ ಹೊನಾರ್ ಹೊತ್ತಿ, ಅನಿ ಪೊರಾಕ್ ಬಾನತ್ ಹೊತಲೊ ತರಾಸ್ ಅನಿ ದುಕ್ ತಿಕಾ ಬೊಬ್ ಮಾರುಕ್ಲಾವಿ.