Revelation 12:3 — Compare Translations

7 translations compared side by side

Odia - 1840
"ସ୍ବର୍ଗ ରେ ଅନ୍ୟ ଏକ ଚିହ୍ନ ଦଖାଗେଲା। ସଠାେରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତାଟେି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡ ରେ ସାତାଟେି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆକାଶରେ ଆଉ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲେ। ଲୋହିତ, ବର୍ଣ୍ଣର ସର୍ପ ପରି ଏକ ବିକଟାଳ ପ୍ରାଣୀ, ତାହାର ସାତଟି ମସ୍ତକ, ଦଶଟି ଶୃଙ୍ଗ ଓ ପ୍ରତି ମସ୍ତକରେ ଗୋଟିଏ ମୁକୁଟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା’ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା’ର ଦଶଟି ଶିଙ୍ଗ ମଧ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।
Odia IRV 2017 (ଓଡିଆ ବାଇବେଲ)
ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ವಳಕ್ ಮಳ್ಬಾ ವರ್ತಿ ದಿಸ್ಲಿ ಥೈ ಎಕ್ ತಾಂಬ್ಡೊ ಭಯಾನಕ್ ಸಾಂಪ್ ಹೊತ್ತೊ, ತೆಕಾ ಸಾತ್ ಟಕ್ಲಿ ಹೊತ್ತಿ ಅನಿ ಧಾ ಸಿಂಗಾ ಹೊತ್ತಿ. ತೆಚ್ಯಾ ಹರಿಎಕ್ ಟಕ್ಲ್ಯಾ ವರ್ತಿ ಎಕೆಕ್ ಮುಕುಟ್ ಹೊತ್ತೊ.