Revelation 12:4 — Compare Translations

7 translations compared side by side

Odia - 1840
"ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ଯରୁ ଏକତୃତୀଯାଂଶ ତାରାକୁ ଟାଣିଆଣି ପୃଥିବୀ ରେ ନିକ୍ଷପେ କଲା। ସହେି ସାପ, ପ୍ରସବ କରିବାକୁ ଯାଇଥିବା ସହେି ନାରୀଙ୍କ ସାମନା ରେ ଠିଆ ହାଇେ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହବୋ ମାତ୍ ରେ ତାହାକୁ ଖାଇବା ଉଦ୍ଦେଶ୍ଯ ରେ ସେ ପ୍ରସ୍ତୁତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା । ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତା’ର ଲାଞ୍ଜରେ ଆକାଶରୁ ଏକ ତୃତୀୟାଂଶ ନକ୍ଷତ୍ର ଟାଣିଆଣି ପୃଥିବୀ ଉପରେ ନିକ୍ଷେପ କଲା। ପିଲାଟି ଜନ୍ମ ହେବା ସଙ୍ଗେ ସଙ୍ଗେ ତାକୁ ଖାଇ ଦେବା ଉଦ୍ଦେଶ୍ୟରେ ସର୍ପ ଉକ୍ତ ନାରୀ ନିକଟରେ ଆସି ଠିଆହେଲା।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಚ್ಯಾ ಸೆಪ್ಡಿನ್ ಮಾರುನ್ ಮಳ್ಬಾ ವೈಲ್ಯಾ ಚಿಕ್ಕಿಯಾಂಚೊ ತಿನಾತ್ಲೊ ಎಕ್ ಭಾಗ್ ಜಿಮ್ನಿಕ್ ಪಾಡ್ವುಲ್ಯಾನ್. ಜಲಮ್ ದಿಲ್ಲ್ಯಾ ತನ್ನಾಚ್ ಪೊರಾಕ್ ಖಾವ್‍ಸಾಟ್ನಿ ಮನುನ್ ತೊ ಬಾಯ್ಕೊಮನ್ಸಿಚ್ಯಾ ಇದ್ರಾಕ್ ಇಬೆ ಹೊತ್ತೊ.