Revelation 12:5 — Compare Translations

7 translations compared side by side

Odia - 1840
"ସହେି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡ ରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ବରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସମସ୍ତ ଜାତିଙ୍କୁ ଲୌହଦଣ୍ତରେ ଶାସନ କରିବେ, ଏପରି ଏକ ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ଵର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଥା ସମୟରେ ସ୍ତ୍ରୀ ଲୋକଟି ଗୋଟିଏ ପୁତ୍ର ସନ୍ତାନ ପ୍ରଦବ କଲା। କିନ୍ତୁ ଲୌହଦଣ୍ଡ ସାହାଯ୍ୟରେ ସମସ୍ତ ଜାତି ଉପରେ ରାଜତ୍ୱ କରିବା ପାଇଁ ନିରୂପିତ ସେହି ପୁତ୍ର ସହସା ପ୍ରଲୋଭିତ ହୋଇ ଈଶ୍ୱରଙ୍କ ସିଂହାସନ ନିକଟକୁ ନିଆଗଲା
Odia Bible ERV 2004 (ପବିତ୍ର ବାଇବଲ)
ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା’ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।
Odia IRV 2017 (ଓଡିଆ ବାଇବେଲ)
ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಬಾಯ್ಕೊಮನ್ಸಿನ್ ಲೊಂಗ್ಟಾಚೊ ಸರಳ್ ಘೆವ್ನ್ ಸಗ್ಳ್ಯಾ ದೆಶಾಂಚ್ಯಾ ವರ್ತಿ ಅಧಿಕಾರ್ ಚಾಲ್ವುತಲ್ಯಾ ಎಕ್ ಲೆಕಾಕ್ ಜಲಮ್ ದಿಲಿನ್. ಖರೆ ತಾಬೊಡ್ತೊಬ್ ಪೊರಾಕ್ ದೆವಾ ಅನಿ ತ್ಯೆಚ್ಯಾ ಸಿವಾಸನಾಕ್ಡೆ ಉಕ್ಲುನ್ ಘೆವ್ನ್ ಹೊಲೆ.