Revelation 12:6 — Compare Translations
7 translations compared side by side
Odia - 1840
"ସହେି ସ୍ତ୍ରୀଲୋକଟି, ପରମେଶ୍ବର ତା' ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଚାଲିଗଲା। ସଠାେରେ ତା'ର ଯତ୍ନ 1260 ଦିନ ପର୍ୟ୍ଯନ୍ତ ନିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସେହି ନାରୀ ମରୁ ପ୍ରାନ୍ତରକୁ ପଳାୟନ କଲା। ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ତା’ର ରହିବା ପାଇଁ ଈଶ୍ୱର ବ୍ୟବସ୍ଥା କରି ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା’ର ଯତ୍ନ 1260 ଦିନ ପର୍ଯ୍ୟନ୍ତ ନିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಬಾಯ್ಕೊಮಾನುಸ್ ಡಂಗ್ಳಿತ್ ಪಳುನ್ ಗೆಲಿ, ತೊ ಜಾಗೊ ದೆವಾನ್ ತಿಚ್ಯಾಸಾಟಿ ತಯಾರ್ ಕರುನ್ ಥವಲ್ಲ್ಯಾನ್ ಥೈ ಎಕ್ ಹಜಾರ್ ದೊನ್ಸೆ ಸಾಟ್ ದಿಸಾ ತಿಚಿ ಕಾಳ್ಜಿ ಕರುನ್ ಹೊತಾ.