Revelation 12:8 — Compare Translations
7 translations compared side by side
Odia - 1840
"କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ବର୍ଗ ରେ ସ୍ଥାନ ହରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁଦ୍ଧରେ ସର୍ପ ଓ ତା’ର ଅନୁଚରମାନେ ପରାସ୍ତ ହେଲେ ଓ ସେମାନେ ଆଉ ସ୍ୱର୍ଗରେ ସ୍ଥାନ ପାଇଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ಭಯಾನಕ್ ಸಾಪ್ ಹಾರ್ತಾ, ಅನಿ ಅನಿಫಿಡೆ ತೆಕಾ ಅನಿ ತ್ಯೆಚ್ಯಾ ದುತಾಕ್ನಿ ಸರ್ಗಾ ವರ್ತಿ ಜಾಗೊ ನಾ.