Revelation 12:9 — Compare Translations

7 translations compared side by side

Odia - 1840
"ବିଶାଳ ସାପକୁ ସ୍ବର୍ଗରୁ ପୃଥିବୀ ରେ ନିକ୍ଷପେ କରାଗଲା। (ସହେି ବିଶାଳ ସାପ ହେଉଛି ସହେି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାୟାଏ। ସେ ପୃଥିବୀ ବାସୀଙ୍କୁ ଭୁଲ ରାସ୍ତା ରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳ ରେ ପୃଥିବୀ ରେ ନିକ୍ଷପେ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ। ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା’ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಭಯಾನಕ್ ಸಾಪಾಕ್ ಭಾಯ್ರ್ ಕಾಡುನ್ ಟಾಕುನ್ ಹೊತಾ, ಅದ್ಲ್ಯಾ ಕಾಲಾತ್ಲೊ ಸಾಪ್ ತೊ, ತೆಚೆ ನಾಂವ್ ಗಿರೊ ನಾಹೊಲ್ಯಾರ್ ಸೈತಾನ್. ತೆನಿ ಸಗ್ಳ್ಯಾ ಜಗಾಕ್ ಪಸ್ವುಲ್ಯಾನಾಯ್ ತೆಕಾ ಅನಿ ತ್ಯೆಚ್ಯಾ ಸಗ್ಳ್ಯಾ ದುತಾಕ್ನಿ ಜಿಮ್ನಿ ವರ್ತಿ ಟಾಕುನ್ ಹೊಲ್ಲೆ ಹಾಯ್