Revelation 13:1 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତାଟେି ମୁଣ୍ଡ ଥିଲା। ପ୍ରେତ୍ୟକକ ଶିଙ୍ଗ ରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରେତ୍ୟକକ ମସ୍ତକରେ ପରମେଶ୍ବରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲଖାଯାେଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଟି ପଶୁ ତା’ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಮುಂದರಾತ್ನಾ ಎಕ್ ಭಯಾನಕ್ ಜನಾವರ್ ಭಾಯ್ರ್ ಯೆತಲೆ ಮಿಯಾ ಬಗಟ್ಲೊ. ತೆಕಾ ಧಾ ಶಿಂಗಾ ಅನಿ ಸಾತ್ ಟಕ್ಲಿ ಹೊತ್ತಿ; ತ್ಯೆಚ್ಯಾ ಹರಿಎಕ್ ಶಿಂಗಾ ವರ್ತಿ ಎಕೆಕ್ ಮುಕುಟ್ ಹೊತ್ತೆ, ಅನಿ ತ್ಯೆಚ್ಯಾ ಹರಿಎಕ್ ಟಕ್ಲ್ಯಾ ವರ್ತಿ ಎಕೆಕ್ ನಾವ್ ಹೊತ್ತೆ ತಿ ನಾವಾ ದೆವಾಕ್ ಅವ್ಮಾನ್ ಕರಿತ್.