Revelation 13:10 — Compare Translations
6 translations compared side by side
Odia - 1840
"ଯେଉଁ ବ୍ଯକ୍ତିର ବନ୍ଦୀ ହବୋର ଅଛି, ତବେେ ସେ ବନ୍ଦୀ ହବେ। ଯେଉଁ ବ୍ଯକ୍ତିର ମୃତ୍ଯୁ ଖଣ୍ଡା ଦ୍ବାରା ହବୋର ଅଛି, ତବେେ ସେ ଲୋକ ଖଣ୍ଡା ରେ ମୃତ୍ଯୁବରଣ କରିବ। ଏହି ସମୟରେ, ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ର୍ଧୈୟ୍ଯ ଓ ବିଶ୍ବାସ ରହିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍ଗ ଦ୍ଵାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି, ତେବେ ସେ ବନ୍ଦୀ ହେବ। ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି, ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ। ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ ದರುನ್ ಘೆವ್ನ್ ಜಾವ್ನ್ ಹೊತಾ ಮನುನ್ ಹಾಯ್ ತೆಂಕಾ ಖರ್ಯಾನಿಚ್ ದರುನ್ ಘೆವ್ನ್ ಜಾವ್ನ್ ಹೊತಾ; ಜೆ ಕೊನಾಕ್ ಮೊಟ್ಯಾ ಚಾಕ್ವಾನಿ ಜಿವಾನಿ ಮಾರ್ತಲೆ ಮನುನ್ ಹಾಯ್, ತೆಂಕಾ ಖರ್ಯಾನಿಚ್ ಮೊಟ್ಯಾ ಚಾಕ್ವಾನಿ ಜಿವಾನಿ ಮಾರುನ್ ಹೊತಾ. ಹಿತ್ತೆ ದೆವಾಚ್ಯಾ ಲೊಕಾಕ್ನಿ ಖರೆಚ್ ಸೊಸುನ್ ಘೆವ್ಕ್ ಅನಿ ವಿಶ್ವಾಸ್, ರ್ಹಾವ್ಕ್ ಬಲ್ವಲ್ಲೆ ಹಾಯ್.