Revelation 13:11 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା'ର ମଷେ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ଦେଖିଲି, ଆଉ ଗୋଟିଏ ପଶୁ ଭୂଗର୍ଭରୁ ଉଠି ଆସୁଛି। ମେଷଶାବକର ଶୃଙ୍ଗ ପରି ତାହାର ଦୁଇଟି ଶୃଙ୍ଗ ଥିଲା ଏବଂ ସେ ପୂର୍ବୋକ୍ତ ସର୍ପ ପରି କଥା କହୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ମଧ୍ୟରୁ ପଶୁ ତା’ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା’ର ମେଷ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜಿಮ್ನಿತ್ನಾ ವೈರ್ ಯೆಲ್ಲೆ ಅನಿ ಎಕ್ ಭಯಾನಕ್ ಜನಾವರ್ ಮಿಯಾ ಬಗಟ್ಲೊ, ತೆಕಾ ಬೊಕ್ಡಾಚ್ಯಾ ಸರ್ಕಿ ದೊನ್ ಶಿಂಗಾ ಹೊತ್ತಿ, ಅನಿ ತೆ ಎಕ್ ಭಯಾನಕ್ ಸಾಪಾಚ್ಯಾ ಸರ್ಕೆ ಬೊಲುಲಾಗಲ್ಲೆ.