Revelation 13:12 — Compare Translations
7 translations compared side by side
Odia - 1840
"ଏହି ପଶୁ ପ୍ରଥମପଶୁ ସାମନା ରେ ଠିଆ ହେଲା ଓ ପ୍ରଥମପଶୁଠା ରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ଯବହାର କଲା। ସେ ପ୍ରଥମପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ଯ କଲା। ସହେି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହାଇଯୋଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଦ୍ୱିତୀୟ ପଶୁଟି ପ୍ରଥମ ପଶୁର ଉପସ୍ଥିତିରେ ତା’ର କ୍ଷମତା ପ୍ରୟୋଗ କରି ପ୍ରଥମ ପଶୁର ପୂଜା କରିବା ପାଇଁ ପୃଥ୍ୱୀବାସୀ ସମସ୍ତଙ୍କୁ ବାଧ୍ୟ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପଶୁ ପ୍ରଥମପଶୁ ସାମନାରେ ଠିଆ ହେଲା ଓ ପ୍ରଥମପଶୁଠାରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ୟବହାର କଲା। ସେ ପ୍ରଥମ ପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ୟ କଲା। ସେହି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହୋଇଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಪಯ್ಲೆಚ್ಯಾ ಭಯಾನಕ್ ಸಾಪಾಚ್ಯಾ ಇದ್ರಾಕುಚ್ ತೆಕಾ ದಿಲ್ಲ್ಯಾ ಮೊಟ್ಯಾ ಅದಿಕಾರಾಚೊ ಉಪಯೊಗ್ ಕರ್ಲ್ಯಾನ್ ತೆನಿ ಜಿಮ್ನಿಕ್ ಅನಿ ತ್ಯೆಚ್ಯಾ ವರ್ತಿ ಜಿವನ್ ಕರ್ತಾಲ್ಯಾ ಸಗ್ಳ್ಯಾನಿ ತ್ಯೆಚ್ಯಾವರ್ತಿ ಅನಿ ತ್ಯಾ ದುಕ್ ಗುನ್ ಹೊಲ್ಲ್ಯಾ ಜನಾವರಾಚೆ ಆರಾದನ್ ಕರುಕ್ ಜಬರ್ದಸ್ತಿ ಕರ್ಲ್ಯಾನ್.