Revelation 13:15 — Compare Translations

7 translations compared side by side

Odia - 1840
"ଦ୍ବିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦବୋ ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସହେି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସମାନଙ୍କେୁ ମୃତ୍ଯୁଦଣ୍ଡର ଆଦେଶ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ପଶୁର ପ୍ରତିମୂର୍ତ୍ତିରେ ପ୍ରାଣବାୟୁ ଦେଇ ତାକୁ ସଜୀବ କରିବା କୌଶଳ ଦ୍ୱିତୀୟ ପଶୁ ଜାଣିଥିଲା। ଅନନ୍ତର ପ୍ରତିମୂର୍ତ୍ତିଟି କଥା କହିଲା ଓ ଯେଉଁମାନେ ତାହାର ପୂଜା କଲେ ନାହିଁ, ସେମାନଙ୍କୁ ସଂହାର କରିବାକୁ ସକ୍ଷମ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦେବା ପାଇଁ କ୍ଷମତା ଦିଆ ଯାଇଥିଲା। ତା’ପରେ ସେହି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସେମାନଙ୍କୁ ମୃତ୍ୟୁଦଣ୍ଡର ଆଦେଶ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ, ತಿ ಮುರ್ತಿ ಬೊಲುಚೆ ಅನಿ ಅಪ್ನಾಚೆ ಆರಾದನ್ ಕರಿನಸಲ್ಲ್ಯಾ ಸಗ್ಳ್ಯಾಕ್ನಿ ಜಿವಾನಿ ಮಾರುಚೆ ಮನುನ್ ತ್ಯಾ ದೊನ್ವೆಚ್ಯಾ ಜನಾವರಾನ್ ತ್ಯಾ ಪಯ್ಲೆಚ್ಯಾ ಜನಾವರಾಚ್ಯಾ ಮುರ್ತಿತ್ ಸ್ವಾಸ್ ಪುಕುಕ್ ಸೊಡಲ್ಲೆ ಹೊತ್ತೆ,