Revelation 13:18 — Compare Translations

7 translations compared side by side

Odia - 1840
"ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ଯାର ଅର୍ଥକୁ ଠିକରୂପେ ଦଇପୋରିବ। ଏଥିପାଇଁ ବୁଦ୍ଧି ଆବଶ୍ଯକ କାରଣ ଏହିସଂଖ୍ଯା ଗୋଟିଏ ମନୁଷ୍ଯର ସଂଖ୍ଯା। ତାହାର ସଂଖ୍ଯା ହେଉଛି 666।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସଂଖ୍ୟାର ତାତ୍ପର୍ଯ୍ୟ ବୁଝିବା ପାଇଁ ପ୍ରଜ୍ଞାର ପ୍ରୟୋଜନ। ବୁଦ୍ଧିମାନ ଲୋକମାନେ ତାହା ବୁଝି ପାରିବେ। ତାହା ଏକ ବ୍ୟକ୍ତିର ନାମସୂଚକ। ସେହି ସଂଖ୍ୟା ହେଉଛି, ଛଅ ଶହ ଛଷଠି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।
Odia IRV 2017 (ଓଡିଆ ବାଇବେଲ)
ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾನೊ ಹೊತ್ತೊ ತೆ ಕಳ್ವುನ್ ಘೆಂವ್ದಿತ್, ಅನಿ ಬುದ್ದ್ ಹೊತ್ತೊ ತ್ಯಾ ಭಯಾನಕ್ ಸಾಪಾಚೆ ಅಂಕೆ ಮೆಜುಂದಿ. ತೆ ಎಕ್ ಮಾನ್ಸಾಚೆ ನಾಂವ್ ದಾಕ್ವುನ್ ದಿತಾ. ತೆ ಅಂಕೆ ಸಾಸೆ ಸಾಟಾರ್ ಸಾ. 666.