Revelation 13:3 — Compare Translations
7 translations compared side by side
Odia - 1840
"ତାହାର ମସ୍ତକଗୁଡ଼ିକ ମଧ୍ଯରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହାଇେଥିବା ପରି ଓ ମରାଯାଇଥିବା ପରି ଦଖାଗେଲା। କିନ୍ତୁ ତା'ର ମାରାତ୍ମକ କ୍ଷତି ଭଲ ହାଇଯୋଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହେଲେ ଓ ସହେି ପଶୁର ଅନୁଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ଵିତ ହୋଇ ତାହାର ଅନୁଗମନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପଶୁର ଗୋଟିଏ ମସ୍ତକ ଗୁରୁତର ଆଘାତ ପାଇଥିବା ପରି ମନେ ହେଉଥିଲା। କିନ୍ତୁ କ୍ଷତ ସ୍ଥାନଟି ଭଲ ହୋଇଯାଇଥିଲା ଏବଂ ପୃଥ୍ୱୀବାସୀ ସମସ୍ତେ ବିସ୍ମୟାଭିଭୂତ ହୋଇ ପଶୁର ଅନୁସରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ମସ୍ତକଗୁଡ଼ିକ ମଧ୍ୟରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହୋଇଥିବା ପରି ଓ ମରାଯାଇଥିବା ପରି ଦେଖାଗଲା। କିନ୍ତୁ ତା’ର ମାରାତ୍ମକ କ୍ଷତ ଭଲ ହୋଇଯାଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଓ ସେହି ପଶୁର ଅନୁଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
Odia IRV 2017 (ଓଡିଆ ବାଇବେଲ)
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಭಯಾನಕ್ ಸಾಪ್ ಟಕ್ಲ್ಯಾನಿತ್ಲ್ಯಾ ಎಕ್ ಟಕ್ಲ್ಯಾಕ್ ವಾಯ್ಟ್ ಮಾರ್ ಬಸುನ್ ದುಕ್ಕ್ ಹೊಲ್ಲೆ ಹೊತ್ತೊ ಮಿಯಾ ಬಗಟ್ಲೊ. ಖರೆ ತೊ ದುಕ್ಕ್ ಹೊವ್ನ್ ಮರ್ತಲ್ಯಾ ಸ್ಥಿತಿರ್ ಹೊತ್ತೆ ಖರೆ ತೆ ಗುನ್ ಹೊಲೆ. ಸಗ್ಳಿ ಜಮ್ನಿ ವೈಲಿ ಲೊಕಾ ಅಜಾಪ್ ಹೊಲಿ ಅನಿ ತ್ಯಾ ಭಯಾನಕ್ ಸಾಪ್ ಫಾಟ್ನಾ ಗೆಲಿ.