Revelation 13:4 — Compare Translations
7 translations compared side by side
Odia - 1840
"ଲୋକାମନେ ସହେି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦଇେଥିଲା। ଲୋକମାନେ ସହେି ପଶୁକୁ ମଧ୍ଯ ପୂଜା କଲେ। ସମାନେେ କହିଲେ, ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା' ବିରୁଦ୍ଧ ରେ କିଏ ୟୁଦ୍ଧ କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, ସମସ୍ତେ ପଶୁକୁ କ୍ଷମତାପନ୍ନ କରିଥିବା ସର୍ପର ପୂଜା କଲେ। ସେମାନେ ପଶୁକୁ ମଧ୍ୟ ପୂଜା କରି କହିଲେ, “କିଏ ଏହି ପଶୁର ସମକକ୍ଷ ହେବ? କିଏ ତାହା ବିପକ୍ଷରେ ଯୁଦ୍ଧ କରିପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା’ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆಜಾನಾನಿ ಭಯಾನಕ್ ಸಾಪಾಚೆ ಆರಾದಾನ್ ಕರ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಅಪ್ನಾಚೊ ಸಗ್ಳೊ ಅದಿಕಾರ್ ತ್ಯಾ ಭಯಾನಕ್ ಸಾಪ್ ದಿಲ್ಲ್ಯಾನ್. ತೆನಿ, ಹ್ಯಾ ಭಯಾನಕ್ ಸಾಪ್ ಸರ್ಕೆ ಕೊನ್ ಹಾಯ್? ಹೆಚ್ಯಾ ವಾಂಗ್ಡಾ ಕುಸ್ತಿ ಧರುನ್ ಕೊನಾಕ್ ಹೊತಾ? ಮನುನ್ಗೆತ್ ಭಯಾನಕ್ ಸಾಪ್ಬಿ ಆರಾದನ್ ಕರ್ಲ್ಯಾನಿ.