Revelation 13:5 — Compare Translations
7 translations compared side by side
Odia - 1840
"ସହେି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବଯାଳିଶମାସ ପର୍ୟ୍ଯନ୍ତ ତା'ର କ୍ଷମତା ପ୍ରଯୋଗ କରିବା ପାଇଁ ଅନୁମତି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପଶୁଟି ବଡ଼ାଇ କରି କଥା କହୁଥିଲା ଓ ଈଶ୍ୱରନିନ୍ଦା କରୁଥିଲା, ତଥାପି ବୟାଳିଶ ମାସ ପର୍ଯ୍ୟନ୍ତ ଆଧିପତ୍ୟ କରିବା ପାଇଁ ତାକୁ ଅନୁମତି ମିଳିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା’ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಯಾನಕ್ ಸಾಪ್ ದೆವಾಕ್ ಅವ್ಮಾನ್ ಕರ್ತಲ್ಯಾ ಬಡಾಯೆಚ್ಯಾ ಗೊಸ್ಟಿಯಾ ಬೊಲ್ತಲೆ ತೊಂಡ್ ದಿವ್ನ್ ಹೊಲ್ಲೆ ಹೊತ್ತೆ, ಅನಿ ತೆಕಾ ಹ್ಯೊ ಅಧಿಕಾರ್ ಚಾಲ್ವುಕ್ ಚಾಳಿಸಾರ್-ದೊನ್ ಮ್ಹಯಿನೆ ಎವ್ಡೆಚ್ ಪರ್ವಾನ್ಗಿ ದಿಲ್ಲಿ ಹೊತ್ತಿ.