Revelation 13:6 — Compare Translations
7 translations compared side by side
Odia - 1840
"ସହେି ପଶୁ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଥା କହିବା ପାଇଁ ମୁହଁ ଖାଲିେଲା। ସେ ପରମେଶ୍ବରଙ୍କର ନାମ ବିରୁଦ୍ଧ ରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧ ରେ ଓ ଯେଉଁମାନେ ସ୍ବର୍ଗ ରେ ରହୁଥିଲେ, ସମାନଙ୍କେ ବିରୁଦ୍ଧ ରେ ଖରାପ କଥାମାନ କହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ମୁଖ ଫିଟାଇ ଈଶ୍ଵରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ଵୁ ପୁଣି ସ୍ଵର୍ଗନିବାସୀମାନଙ୍କର ନିନ୍ଦା କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କୁ, ତାଙ୍କ ନାମ ଓ ତାଙ୍କ ବାସସ୍ଥାନ ଏବଂ ସ୍ୱର୍ଗବାସୀ ସମସ୍ତଙ୍କୁ ସେ ଅଭିଶାପ ଦେବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଶୁ ପରମେଶ୍ୱରଙ୍କ ବିରୁଦ୍ଧରେ ଖରାପ କଥା କହିବା ପାଇଁ ମୁହଁ ଖୋଲିଲା। ସେ ପରମେଶ୍ୱରଙ୍କର ନାମ ବିରୁଦ୍ଧରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧରେ ଓ ଯେଉଁମାନେ ସ୍ୱର୍ଗରେ ରହୁଥିଲେ, ସେମାନଙ୍କ ବିରୁଦ୍ଧରେ ଖରାପ କଥାମାନ କହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେଇ ପଶୁ ମୁଖ ଫିଟାଇ ଈଶ୍ୱରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಭಯಾನಕ್ ಜನಾವರ್ ದೆವಾಕ್ ಎವ್ಡೆಚ್ ನ್ಹಯ್ ತ್ಯೆಚ್ಯಾ ನಾವಾಕ್, ತೊ ವಸ್ತಿ ಕರ್ತಲ್ಯಾ ಜಾಗ್ಯಾಕ್, ಅನಿ ಸರ್ಗಾತ್ ವಸ್ತಿ ಕರ್ತಲ್ಯಾಂಚ್ಯಾ ಸಗ್ಳ್ಯಾಂಚ್ಯಾ ವರ್ತಿ ಸರ್ಪುಕ್ಲಾಗ್ಲೆ.