Revelation 13:7 — Compare Translations
7 translations compared side by side
Odia - 1840
"ତାହାକୁ ପରମେଶ୍ବରଙ୍କ ପବିତ୍ ରେଲାକ ବିରୁଦ୍ଧ ରେ ୟୁଦ୍ଧ କରି ସମାନଙ୍କେୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚ್ಯಾ ವಿರೊದ್ ಝಗ್ಡುಕ್ ತೆಕಾ ಅದಿಕಾರ್ ದಿಲ್ಲೊ ಹೊತ್ತೊ, ಸಗ್ಳ್ಯಾ ಕುಳಿಯಾಂಚ್ಯಾ, ದೆಶಾಂಚ್ಯಾ, ಘರಾನ್ಯಾಚ್ಯಾ, ಅನಿ ಬಾಶಾಂಚ್ಯಾ ಲೊಕಾಂಚ್ಯಾ ವರ್ತಿ ತೆಕಾ ಅದಿಕಾರ್ ದಿಲ್ಲೊ ಹೊತ್ತೊ.