Revelation 13:8 — Compare Translations

7 translations compared side by side

Odia - 1840
"ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿವಾನಿ ಮಾರಲ್ಲ್ಯಾ ಬೊಕ್ಡಾಕ್ ಸಮಂದ್ ಪಡಲ್ಲ್ಯಾ ಜಿವಾಚ್ಯಾ ಪುಸ್ತಕಾತ್ ಜಗ್ ರಚುಚ್ಯಾ ಅದ್ದಿ ಕೊನಾಚಿ ನಾವಾ ಲಿವಲ್ಲಿ ನಾತ್, ತೆನಿ ಸಗ್ಳಿ ಜಿಮ್ನಿ ವೈಲಿ ಲೊಕಾ ತ್ಯಾ ಭಯಾನಕ್ ಜನಾವರಾಕ್ ಆರಾದನ್ ಕರ್‍ತ್ಯಾತ್.