Revelation 14:1 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ, ଆଉ ଯେଉଁମାନଙ୍କ କପାଳରେ। ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ସହସ୍ର ଲୋକଙ୍କୁ ତାହାଙ୍କ ସହିତ ଦଣ୍ତାୟମାନ ଥିବାର ଦେଖିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ମୁଁ ଦେଖିଲି, ମେଷଶାବକ ସିୟୋନ ପର୍ବତ ଉପରେ ଠିଆ ହୋଇଛନ୍ତି। ତାଙ୍କ ସଙ୍ଗରେ ଏକ ଲକ୍ଷ ଚଉରାଳିଶ ହଜାର ଜଣ ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାଙ୍କ ପିତାଙ୍କର ନାମ ଲିଖିତ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୁକ୍ତପ୍ରାପ୍ତ ଲୋକଙ୍କର ଗୀତ ତା’ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಬೊಕ್ಡು ಸಿಯೊನ್ ಮಡ್ಡಿ ವರ್ತಿ ಇಬೆ ಹೊತ್ತೆ ಮಾಕಾ ದಿಸ್ಲೆ. ತ್ಯೆಚ್ಯಾ ವಾಂಗ್ಡಾ ತೆಚೆ ಅನಿ ತ್ಯೆಚ್ಯಾ ಬಾಬಾಚೆ ನಾಂವ್ ಕಪಾಳಾ ವರ್ತಿ ಲಿವಲ್ಲಿ ಎಕ್‍ಲಾಕ್ ಚಾಳಿಸಾರ್ ಚಾರ್ ಹಜಾರ್ ಲೊಕಾ ಇಬೆ ಹೊತ್ತಿ.