Revelation 14:10 — Compare Translations
7 translations compared side by side
Odia - 1840
"ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମଧ୍ୟ ଈଶ୍ଵରଙ୍କ କୋପରୂପ ଯେଉଁ ମଦିରା ଅମିଶ୍ରିତ ଭାବେ ତାହାଙ୍କ କ୍ରୋଧର ପାତ୍ରରେ ପ୍ରସ୍ତୁତ କରାଯାଇଅଛି, ତାହା ପାନ କରିବ ପୁଣି ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ଵାରା ଯନ୍ତ୍ରଣା ପ୍ରାପ୍ତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଈଶ୍ୱରଙ୍କ କ୍ରୋଧରୂପ ପାତ୍ରରେ ଢ଼ଳା ହୋଇଥିବା ତାହାଙ୍କ ପ୍ରଚଣ୍ଡ କୋପର ସୁରା ପାନ କରିବ। ଯେଉଁମାନେ ଏହି କାର୍ଯ୍ୟ କରିବେ, ସେମାନେ ସମସ୍ତେ ମେଷଶାବକ ଓ ପବିତ୍ର ସ୍ୱର୍ଗଦୂତମାନଙ୍କ ସମ୍ମୁଖରେ ଅଗ୍ନି ଓ ଗନ୍ଧକରେ ଉତ୍ପୀଡ଼ିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿಬಿ ದೆವಾಚ್ಯಾ ಮೊಟ್ಯಾ ರಾಗಾಚ್ಯಾ ಆಯ್ದಾನಾತ್ಲೆ ವಾಯ್ನ್ ಫಿತ್ಯಾತ್! ದೆವಾಚೊ ರಾಗ್ ಮನ್ತಲ್ಯಾ ಆಯ್ದಾನಾತ್ ತೊ ವಾಯ್ನ್ ಪುರಾ ತಾಕ್ತಿನ್ ವೊತುನ್ ಹೊಲಾ, ಹೆ ಸಗ್ಳೆ ಕರಲ್ಲೆ ಸಗ್ಳೆ ಜಾನಾ ಪವಿತ್ರ್ ದೆವ್ದುತಾಂಚ್ಯಾ ಅನಿ ಬೊಕ್ಡಾಚ್ಯಾ ಇದ್ರಾಕ್ ಆಗಿತ್ ಅನಿ ಗಂದಕಾತ್ ತರಾಸ್ ಕರುನ್ ಘೆತ್ಯಾತ್,